ମେଷ
ଆପଣ ଆଜି ବିଦେଶରୁ ଗୋଟିଏ ଖୁସି ଖବର ପାଇପାରନ୍ତି ଯଦି ଆପଣ ବିଦ୍ୟାର୍ଥି ହୋଇଥାନ୍ତି ତେବେ ଆପଣ ବୃତ୍ତି ପାଇପାରନ୍ତି କିମ୍ବା ଆପଣଙ୍କର ନାମ ଲେଖା ହୋଇପାରେ । ଏହା ମଧ୍ୟ କୌଣସି ଏକ ନୂଆ ଚ଼ାକିରି ହୋଇଥାଇପାରେ । ତେଣୁ ଇମେଲ ଲେଖନ୍ତୁ ।|
ବୃଷ
ଆଜି ଆପଣଙ୍କର ଜୀବନ ଶୈଳୀରେ ପରିବର୍ତ୍ତନ ହେବ । ସବୁବେଳେ କାମରେ ବ୍ୟସ୍ତ ନରହି ମିତ୍ର ମାନଙ୍କ ସହିତ ବୁଲିବାକୁ ଯାଆନ୍ତୁ । ପୁରୁଣା ଚ଼ିନ୍ତା ଧାରା ଛାଡ଼ି ନୂଆ ଚ଼ିନ୍ତା ଧାରା ସହିତ ଜୀବନ କଟାନ୍ତୁ ।|
ମିଥୁନ
ଛାତ୍ରମାନେ ଅଧ୍ୟୟନରେ ଅଧିକ ଭାରାକ୍ରାନ୍ତ ହୋଇ କ୍ଳାନ୍ତି ଅନୁଭବ କରିବେ ଏବଂ ବିଶ୍ରାମ କରିବେ । ଆଜି ଦିନରେ ସାଂଗ ସାଥିମାନଙ୍କ ସହ ଭ୍ରମଣ କିମ୍ବା ଚାପାନ କରି ମାନସିକ କ୍ଳାନ୍ତି ମେଣ୍ଟାଇବେ । ଏହା ସ୍ୱାସ୍ଥ୍ୟ ପାଇଁ ଭଲ ।|
କର୍କଟ
ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।|
ସିଂହ
ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା ।|
କନ୍ୟା
ଆଜି ଦିନରେ ସାଂଗ ସାଥିମାନଙ୍କ ସହ କାରରେ କିଛିଦିନ ପାଇଁ ସହର ବୁଲିଯିବେ ।ଏହା ସଂଗେସଂଗେ କାର୍ଯ୍ୟ କାରୀ ହୋଇ ନପାରେ କିନ୍ତୁ ଏଥିପାଇଁ ଯୋଜନା କରାଯାଇପାରେ ।|
ତୁଳା
ବହୁ ଦିନର ହଜିଯାଇଥିବା ଏକ ବସ୍ତୁ ମିଳିଯିବା ପରେ ଆପଣ ଖୁସି ଅନୁଭବ କରିବେ । ଏବେ ସମୟ ଆପଣଙ୍କ ପାଇଁ ଅନୁକୂଳ । ସେଥିପାଇଁ ଛୋଟ ଛୋଟ କଥା ବି ଆପଣଙ୍କୁ ଖୁସି ଆଣିଦେବ ।|
ବିଛା
ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ ।|
ଧନୁ
ଆଜି ଆପଣଙ୍କ ବନ୍ଧୁମାନେ ଆପଣଙ୍କୁ ଖୁବ୍ ପ୍ରଶଂସା କରିବେ । ଆପଣ ସହକର୍ମୀମାନେ ମଧ୍ୟ ଆପଣଙ୍କ ପ୍ରଶଂସା ଗାଇବେ । ଆପଣ ଜଣେ ବନ୍ଧୁମାନ ବ୍ୟକ୍ତି । ଯଦି ଆପଣଙ୍କୁ ବନ୍ଧୁମାନେ ଉପଦେଶ ମାଗନ୍ତି ,ତେବେ ଆପଣ ତାଙ୍କୁ ନିରାଶ କରନ୍ତୁ ନାହିଁ ।|
ମକର
ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।|
କୁମ୍ଭ
ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।|
ମୀନ
ଆଜି ଆପଣଙ୍କ ସାଙ୍ଗକୁ ଆପଣଙ୍କର ସାହାଯ୍ୟ ଆବସ୍ୟକତା ଅଛି । ଆପଣ ତାଙ୍କୁ ସାହାଯ୍ୟ କରିବା ଉଚ଼ିତ୍ ହେବ । ଯାହା ହେଲେ ମଧ୍ୟ ଆପଣଙ୍କର ସମ୍ପର୍କ ଏମିତି ଅଛି । ବହୁତ ଭାବି ଚ଼ିନ୍ତି କାହାକୁ କୌଣସି ପରାମର୍ଶ ଦିଅନ୍ତୁ ।|