ଆଜିର ରାଶିଫଳ; 02 February ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ନିଜର ପରିଚ଼ିତ ବ୍ୟକ୍ତିମାନଙ୍କ ଜରିଆରେ ବ୍ୟବସାୟିକ ଏବଂ ସାମାଜିକ ଜୀବନରେ ମଫଳତା ପାଇବେ । ଏହି ସମ୍ପର୍କକୁ ବଜାଏ ରଖିବେ, କାରଣ ଏଥିରୁ ହିଁ ଆପଣଙ୍କର ଜୀବନରେ ବହୁତ ଗୁଡ଼ିଏ ପରିବର୍ତ୍ତନ ଆସିବ ।|

ବୃଷ

କାର୍ଯ୍ୟ ସମ୍ପର୍କିତ ଭ୍ରମଣ କିମ୍ବା ଦର୍ଶନୀୟ ସ୍ଥାନ ବିତେଇବା ପାଇଁ କୋଉଁ ଆଡେ ଯାଇପାରନ୍ତି । ଏପ୍ରକାର ଭ୍ରମଣ ଫଳପ୍ରଦ ଏବଂ ଉପଭୋଗ କରିବେ । ଯଦି କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହୋଇଥାଏ ସୁଫଳମିଳିବ ।|

ମିଥୁନ

ଏହି କ୍ଷେତ୍ରରେ ଆପଣ ବଢ଼ାଇଥିବା ପାଦ କେବଳ ଆପଣଙ୍କ ମାନସିକ ଯୋଗ୍ୟତା ନୁହେଁ ଆପଣଙ୍କ ବ୍ୟବସାୟିକ ଦିଗରେ ମଧ୍ୟ ବହୁତ ଲାଭଦାୟକ ହେବ । ଆଜି ଆପଣଙ୍କୁ କିଛି ନୂଆ ଶିଖିବାର ଆଗ୍ରହ ଆପଣଙ୍କୁ ବ୍ୟସ୍ତ କରେଇଦେବ ।|

କର୍କଟ

ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି ।|

ସିଂହ

ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।|

କନ୍ୟା

ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚ଼ିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚ଼ିନ୍ତି ନିଅନ୍ତୁ ।|

ତୁଳା

ଆଜି ଆପଣ ନିଜ ଜୀବନ ବିଷୟରେ ଗମ୍ଭୀର ହୋଇଯିବେ । ଆପଣ ସବୁବେଳେ ନିଜକୁ ଅଡ଼ୁଆ ପରିସ୍ଥିତିରେ ଦେଖୁଛନ୍ତି, କିନ୍ତୁ ଆପଣ ଜାଣିପାରୁନାହାନ୍ତି ଆପଣ ଜୀବନରେ କଣ କରିବାକୁ ଚ଼ାହାନ୍ତି ।|

ବିଛା

ଆପଣଙ୍କ ସାହସ ଏବଂ ଉପସ୍ତିତ ବୁଦ୍ଧି ଆପଣଙ୍କୁ ଅନ୍ୟମାନଙ୍କୁ ଠାରୁ ବହୁ ଆଗକୁ ନେଇ ଯିବ । ଆପଣଙ୍କ ଧୀଶକ୍ତି ଏବଂ ସଂପ୍ରେଷଣ କଳା ଆପଣଙ୍କୁ ଲକ୍ଷ୍ୟପ୍ରାପ୍ତି କରିବାରେ ସାହାଯ୍ୟ କରିବ ।|

ଧନୁ

ଆଜି ଭ୍ରମ ଯୋଗୁଁ ବିଚଳିତହୋଇ ସମ୍ଭାବନା ଶାନ୍ତି ଓ ନିରଳା ମାନସିକ ଭାବନାରେ ଏହାର କାରଣ ଖୁଜି ବସନ୍ତୁ । ଆପଣ ନିଜର ବଂଧୁ ଓ ପରିବାର ସହ ସଦସ୍ୟଙ୍କ ସହ ଖୋଲା ମନରେ କିଛି ସମୟ ଆଲୋଚନା କରନ୍ତୁ ।|

ମକର

ଆପଣଙ୍କ ମନ ଆଜି ଖୁସି ରହିବ । ଏଥିରେ କେହି ବାଧା ସୃଷ୍ଟି କରିପାରିବେ ନାହିଁ ।ଏହା ଆପଣଙ୍କୁ କାର୍ଯ୍ୟ ସମ୍ପାଦନରେ ଏକ ସକାରାତ୍ମକ ମନଭାବ ସୃଷ୍ଟି କରିବ । ଏହି ପ୍ରକାର ମନଭାବ ନେଇ ଆଗେଇ ଚାଲନ୍ତୁ ଓ ବାକି ରହିଥିବା କାମଗୁଡିକ ଶେଷ କରନ୍ତୁ ।|

କୁମ୍ଭ

ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।|

ମୀନ

ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ ।|