ମେଷ
ବାହାରେ ଭ୍ରମଣ କରି କିଛି ମସୟ କାଟନ୍ତୁ । ପ୍ରକୃତିର ବିଭବ ବସ୍ତୁକୁ ଭଲ ପାଇବେ ଏବଂ ଏହାକୁ ଉପଭୋଗ କରିବେ ।ଏଣୁ ଆପଣଙ୍କୁ ଘର ଚାରିକାନ୍ଥ ଗେରରୁ ବାହାରିବାକୁ ଯେଉଁ ଛୁଟିଦିନ ପାଉଛନ୍ତି ଭ୍ରମଣ ଯୋଜନା କଲେ ଆଶ୍ୱସ୍ତି ମିଳିବ ।|
ବୃଷ
ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।|
ମିଥୁନ
ଆଜି ଆପଣ ନମ୍ରତାର ସହିତ ବ୍ୟବହାର କରନ୍ତୁ ଏବଂ ନିଜ ପ୍ରିୟଜନ ମାନଙ୍କ ସହିତ ସ୍ନେହପୂର୍ଣ୍ଣ ବ୍ୟବହାର କରନ୍ତୁ ସେମାନେ ଆପଣଙ୍କୁ ଆପଣଙ୍କର ବ୍ୟବହାର ପାଇଁ ଧନ୍ୟବାଦ ଦେବେ ଆଜି ଆପଣ ଅନୁଭବ କରିବେ ।|
କର୍କଟ
ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।|
ସିଂହ
ଆଜି ଆପଣଙ୍କ ଭାଗ୍ୟରେ ହଠାତ୍ ପରିବର୍ତ୍ତନ ହେବ । ଆପଣଙ୍କ କାର୍ଯ୍ୟ ଆପଣଙ୍କ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ କରିଦେବ ।ଆପଣଙ୍କ ଭଲ ଗୁଣ ଯୋଗୁଁ ଆଜି ଆପଣଙ୍କର ନୂଆ ବନ୍ଧୁ ହେବ ଏବଂ କିଛି ବ୍ୟବସାୟୀଙ୍କ ସହ ମଧ୍ୟ ଆପଣଙ୍କର ଭଲ ସମ୍ବନ୍ଧ ହୋଇପାରିବ ।|
କନ୍ୟା
ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ । ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ । ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।|
ତୁଳା
ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।|
ବିଛା
ଆଜି ନିଜର ଧ୍ୟାନ ଏଠି ସେଠି ନ ଲଗେଇ ନିଜ କାର୍ଯ୍ୟରେ ମନୋନିବେଶ କରନ୍ତୁ । ଆପଣ ହୁଏତ ଏହି ସମୟ ଏକ ସମାରୋହ ଚାହାଁନ୍ତି । କିନ୍ତୁ ନିଜ ପରିବାର ସହ ସମୟ ବିତାନ୍ତୁ ଏବଂ ସେମାନଙ୍କ ସମସ୍ୟା ଉପରେ ଧ୍ୟାନ ଦିଅନ୍ତୁ ।|
ଧନୁ
ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ ।|
ମକର
ଛୋଟ ଛୋଟ କଥାରେ ଆଜି ଆପଣଙ୍କର ପରିବାର ଲୋକଙ୍କ ସହିତ ମତାନ୍ତର ହୋଇପାରେ । ଆଜି ଆପଣ ନିଜକୁ ବୋଧହୁଏ ଏକା ଅନୁଭବ କରିପାରନ୍ତି । ନିଜ ପରିବାରର ପସନ୍ଦ ଆପଣଙ୍କୁ ସମ୍ପୂର୍ଣ୍ଣ ଅଲଗା ବୋଲି ଆଜି ଆପଣ ମନେ କରିବେ ।|
କୁମ୍ଭ
ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି ।|
ମୀନ
ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ ।|