ଆଜିର ରାଶିଫଳ; 08 ଜୁନ 2021 ମଙ୍ଗଳବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ରାଗର ଶିକାର ହୋଇପାରନ୍ତି, ନିଜ ରାଗଉପରେ ପୂରାପୁରି ଭାବରେ ନିୟନ୍ତ୍ରଣ ରଖିବାକୁ ଚ଼େଷ୍ଟା କରନ୍ତୁ । କିଛିବି ହେଉ ନିଜ କାର୍ଯ୍ୟାଳୟ ଏବଂ ସାର୍ବଜନୀନ ସ୍ଥାନରେ କଳିଠାରୁ ବଞ୍ଚନ୍ତୁ ।|

ବୃଷ

ଘରେ କିଛି ସମୟରୁ ଚାଲୁଥିବା ସମସ୍ୟା ଗୁଡିକ ସମାପ୍ତ ହୋଇଯିବ । ଶାନ୍ତି ବାଗେଇ ରଖିବା ଚେଷ୍ଟା ଏବେ ରଂଗ ଆଣି ଘରେ ବଦଳୁ ଥିବା ଏହି ଶାନ୍ତି ପୂର୍ଣ୍ଣ ବାତା ବରଣ ପାଇଁ ଆପଣଙ୍କୁ ଈଶ୍ୱରଙ୍କୁ ଧନ୍ୟବାଦ କରିବା ଉଚିତ ।|

ମିଥୁନ

ଆଜି ଆପଣ ସବୁ କାର୍ଯ୍ୟ ଗୁଡ଼ିକ ସମାଜର କଲ୍ୟାଣ ଏବଂ ପରିବାରର କଲ୍ୟାଣ ନିମିତ୍ତ କରିବେ । ଆଜି ଆପଣ କିଛି ଦାନ କରିବେ, ଅଥବା ନିଜ ପ୍ରିୟଜନ ପାଇଁ ଉପହାର କିଣିବେ । ଆପଣଙ୍କର ଏହି କାର୍ଯ୍ୟ ପାଇଁ ଅବଶ୍ୟ କାହାକୁ ଲାଭ ମିଳିପାରିବ ।|

କର୍କଟ

ଆପଣଙ୍କ ସାହସ ଏବଂ ଉପସ୍ତିତ ବୁଦ୍ଧି ଆପଣଙ୍କୁ ଅନ୍ୟମାନଙ୍କୁ ଠାରୁ ବହୁ ଆଗକୁ ନେଇ ଯିବ । ଆପଣଙ୍କ ଧୀଶକ୍ତି ଏବଂ ସଂପ୍ରେଷଣ କଳା ଆପଣଙ୍କୁ ଲକ୍ଷ୍ୟପ୍ରାପ୍ତି କରିବାରେ ସାହାଯ୍ୟ କରିବ ।|

ସିଂହ

ଏହି ସମୟରେ ଆପଣଙ୍କୁ ଧନ,ମାନ ,ଯଶ ସବୁ ମିଳିପାରିବ । ଆଜି ଆପଣଙ୍କର ମଜା କରିବାର ଦିନ , ଜୀବନ ଆଜି ଆପଣଙ୍କୁ ସେ ସବୁ କିଛି ଦେଇଛି ,ଯାହାପାଇଁ ଆପଣ ବହୁତ ପରିଶ୍ରମ କରିଥିଲେ ।|

କନ୍ୟା

ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।|

ତୁଳା

ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।|

ବିଛା

ପରିବାର ବର୍ଗସହ ଭ୍ରମଣ କରିବା ସୁଯୋଗ ସୂଚନା ମିଳେ । ବିଶେଷ ଯାତ୍ରା ସୁଯୋଗ ବଢିଲେ ଆଶ୍ଚର୍ଯ୍ୟ ହବାର ନାହିଁ ,ତେଣୁ ଯଦି ପାସପୋର୍ଟ ବ୍ୟବସ୍ଥା କରିନାହାଁନ୍ତି ,ସେଥିପାଇଁ ଆବେଦନ କରିପାରନ୍ତି ।|

ଧନୁ

ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।|

ମକର

ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ବିବାହ ସମାରୋହ କାରଣରୁ ହେବ ।|

କୁମ୍ଭ

ଆଜି ଆପଣ ସାମାଜିକ ଗତି ବିଧି ଗୁଡ଼ିକ ପ୍ରତି ଆକର୍ଷିତ ରହିବେ ,ସିଏ ବନ୍ଧୁମାନଙ୍କ ଯଥେଷ୍ଟ ପିଇବା ପାଇଁ କେଉଁଠି ବାହାରକୁ ଯିବା ହେବ ବା ରାତ୍ରିଭୋଜନ ଖାଇବାର ହେବ । ଏହା ଆପଣଙ୍କ ମଜ୍ଜା କରିବାର ସମୟ ଅଟେ ।|

ମୀନ

ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।|