ମେଷ
ଆପଣ ଭଗବାନଙ୍କ ସହ ନିଜ ସମ୍ପର୍କ ଜାଣିବାକୁ ଚାହିଁବେ,ଏତଦ୍ୱାରା ଆଜି ଆପଣଙ୍କୁ ଏହା ଜାଣିବାରେ ସାହାଯ୍ୟ ମିଳିବ ଯେ ଯାହା ଆଜି ଆପଣଙ୍କ ସହିତ ହେଉଛି ତାହା କାହିଁକି ହେଉଛି ଓ କେମିତି ଆଜି ଆପଣଙ୍କ ନିଜ ଜୀବନକୁ ଆହୁରି ସୁନ୍ଦର ମନେଇପାରିବେ ।|
ବୃଷ
ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।|
ମିଥୁନ
ଆଜି ଆପଣଙ୍କର ବାହାରକୁ ଯାଇ ଲୋକମାନଙ୍କ ସହ ସାକ୍ଷାତ କରିବାପାଇଁ ଇଛାହେବ । ଆଜି ଆପଣ ଦ୍ୱିଧାରେ ଅଛନ୍ତି । ଆପଣ ନିଜ ବନ୍ଧୁଙ୍କ ସହ ବାହାରକୁ ବୁଲିବା ପାଇଁ ଯାଆନ୍ତୁ ।|
କର୍କଟ
ବିଦେଶରୁ ଆସୁଥିବା ଖବର ଜରୁରୀ ନୁହେଁ ଯେ ଆପଣଙ୍କ ପାଇଁ ଶୁଭ ହେବ । ଯେଉଁ ଖବର ପାଇଁ ଆପଣ ଆଶାୟୀ ଥିଲେ ସେ ଖବର ହୁଏତ ଆପଣଙ୍କୁ ମିଳି ନପାରେ । ଧର୍ଯ୍ୟ ଧରି ପରିସ୍ଥିତିକୁ ବୁଝିବାକୁ ଚେଷ୍ଟା କରନ୍ତୁ ।|
ସିଂହ
ଆଜି ଆପଣ ଏମିତି କାର୍ଯ୍ୟରେ ମନୋନିବେଶ କରିବେ ଯାହାକି ଆଧ୍ୟାତ୍ମିକ ସମ୍ପର୍କିତ । ଏହାଦ୍ୱାରା ଆପଣ ଖୁସି ଏବଂ ଆତ୍ମସନ୍ତୋଷ ଲାଭ କରିବେ । ଏହା ଦ୍ୱାରା ଆପଣ ସଠିକ ମାର୍ଗ ଦର୍ଶନ ପାଇପାରନ୍ତି ଏବଂ ଏହାର ପୁରାଲାଭ ଉଠାନ୍ତୁ ।|
କନ୍ୟା
ଆଜି କିଛି ଭୁଲବୁଝାବଣା ହୋଇ ପାରେ ଏଥି ପାଇଁ ସାବଧାନ ରହିବେ । ନିଜ ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ ଏବଂ ତା ସହିତ ଅନ୍ୟ ବ୍ୟକ୍ତିର କଥାବାର୍ତ୍ତାକୁ ମଧ୍ୟ ମନଦେଇ ଶୁଣି ବୁଝିବାକୁ ଚ଼େଷ୍ଟା କରନ୍ତୁ ।|
ତୁଳା
ଏହି ସମୟରେ ନିଜର ଲୋକମାନଙ୍କ ସହିତ ମଜା କରନ୍ତୁ ,କିନ୍ତୁ ଏହାସହ ନିଜ କାର୍ଯ୍ୟକୁ ମଧ୍ୟ ଠିକ୍ ସମୟରେ ସାରିବା ପାଇଁ ଚ଼େଷ୍ଟା କରନ୍ତୁ । ଘର ଏବଂ ବାହାରର କାର୍ଯ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା ଆଜି ଆପଣଙ୍କର ମୂଳମନ୍ତ୍ର ହେବା ଉଚ଼ିତ୍ ।|
ବିଛା
ଆଜି ଆପଣ କୌଣସି ଶାନ୍ତ ପରିବେଶରେ ଧ୍ୟାନସ୍ଥ ହୁଅନ୍ତୁ । ଆପଣ ଲମ୍ବା ସମୟରୁ ବହୁତ କଠିନ ପରିଶ୍ରମ କରି ଆସୁଛନ୍ତି । ଏହି ବିରତି ଆପଣଙ୍କ ପାଇଁ ବହୁତ ଭଲ ଅଟେ । ଧ୍ୟାନ ମଗ୍ନ ହେବା ହେତୁ ଆପଣ ନିଜକୁ ନକାରାତ୍ମକତା ରୁ ରୋକିପାରିବେ ।|
ଧନୁ
ଆପଣଙ୍କର ବୋଧହୁଏ କୌଣସି ଉଚ୍ଚ ଅଧିକାରୀଙ୍କ ସହିତ ପଡ଼ିନପାରେ କିନ୍ତୁ ଆପଣଙ୍କ ପାଇଁ ଠିକ୍ ରହିବ ଯେ ଆପଣ ବୁଦ୍ଧି ଏବଂ କୂଟନୀତି ସାହାଯ୍ୟରେ ନିଜର କାମ ବାହାର କରିନେବେ । ଆପଣ ତାଙ୍କୁ ନିଜର କଥା ଭଲ ଭାବରେ ବୁଝାଇବାକୁ ଚ଼େଷ୍ଟା କରିବେ ।|
ମକର
ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ ,ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ ।|
କୁମ୍ଭ
ଆଜି ଦିନରେ ସାଂଗ ସାଥିମାନଙ୍କ ସହ କାରରେ କିଛିଦିନ ପାଇଁ ସହର ବୁଲିଯିବେ ।ଏହା ସଂଗେସଂଗେ କାର୍ଯ୍ୟ କାରୀ ହୋଇ ନପାରେ କିନ୍ତୁ ଏଥିପାଇଁ ଯୋଜନା କରାଯାଇପାରେ ।|
ମୀନ
ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ । ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ । ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।|