ମେଷ
ପରିବାର ଲୋକଙ୍କ ସାଙ୍ଗରେ କେଉଁଠି ବୁଲିବାକୁ ଗଲେ ଆପଣଙ୍କ ସମ୍ପର୍କ ଆହୁରି ଘନିଷ୍ଠ ହେବ । ମନେରଖନ୍ତୁ ନିଜକୁ ସ୍ଫୁର୍ତ୍ତି ରଖିବାକୁ ହେଲେ ପରିବାର ଲୋକଙ୍କ ସାଙ୍ଗରେ ସମୟ କଟାନ୍ତୁ ।ଏହା ଠାରୁ ଭଲ ରାସ୍ତା ଆପଣଙ୍କ ପାଖରେ ନାହିଁ ।
ବୃଷ
ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତ ହୁଅନ୍ତୁ ନାହିଁ ।
ମିଥୁନ
ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରି ପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିସ୍କ ଦ୍ୱାରା ସାହାଯ୍ୟ ମିଳିବ ।
କର୍କଟ
ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।
ସିଂହ
ଏହି କ୍ଷେତ୍ରରେ ଆପଣ ବଢ଼ାଇଥିବା ପାଦ କେବଳ ଆପଣଙ୍କ ମାନସିକ ଯୋଗ୍ୟତା ନୁହେଁ ଆପଣଙ୍କ ବ୍ୟବସାୟିକ ଦିଗରେ ମଧ୍ୟ ବହୁତ ଲାଭଦାୟକ ହେବ । ଆଜି ଆପଣଙ୍କୁ କିଛି ନୂଆ ଶିଖିବାର ଆଗ୍ରହ ଆପଣଙ୍କୁ ବ୍ୟସ୍ତ କରେଇଦେବ ।
କନ୍ୟା
ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।
ତୁଳା
ଆଜି ଆପଣଙ୍କର ନୂଆ ପରିଚୟ ଦ୍ୱାରା ନୂଆ ବନ୍ଧୁ କରିବେ ।ଭଲ ହେବ ଯଦି ଆପଣ ଏହି ଦିଗରେ ପ୍ରଥମେ ପାଦ ବଢାଇବେ ଏବଂ କଥା ଆରମ୍ଭ କରିବେ ।
ବିଛା
ଆଜିର ଦିନ ଟି ଆପଣଙ୍କର ଜୋସ୍ ରେ ଭରା ରହିବ । ଆଜି ଆପଣଙ୍କୁ ଆପଣଙ୍କର ପ୍ରତ୍ୟେକ ଦିନର ଦିନଚ଼ର୍ଯ୍ୟାରୁ ମୁକ୍ତି ମିଳିବ । ଏବଂ ଆପଣ ନିଜକୁ ସତେଜ ଅନୁଭବ କରିବେ ।
ଧନୁ
ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚ଼େଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ ।
ମକର
ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।
କୁମ୍ଭ
ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।
ମୀନ
କୌଣସି ଆତ୍ମୀୟଙ୍କ ସହ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଆଜି ନିଜ ତରଫରୁ ନିଜ ସମ୍ପର୍କକୁ ସୁଧାରିବାକୁ ଚ଼େଷ୍ଟା କରନ୍ତୁ । ନିଜ ଉପରେ ନିୟନ୍ତ୍ରଣ ରଖି ଏହାର ଆରମ୍ଭ କରନ୍ତୁ । ସଠିକ୍ ସମୀକ୍ଷା ଦ୍ୱାରା ଆପଣଙ୍କୁ ସହାଯ୍ୟ ମିଳିବ ।