ଆଜିର ରାଶିଫଳ; 27 ଜୁନ 2021 ରବିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।|

ବୃଷ

ଆପଣ ଆଜି ଆଇନା ସାମନାରେ ବହୁ ସମୟ ବସିବେ କାରଣ ଏକ ସାମାଜିକ ସମାରୋହରେ ଆପଣ ବହୁତ ସୁନ୍ଦର ଦେଖାଯିବା ପାଇଁ ଚାହାଁନ୍ତି ।|

ମିଥୁନ

ଆଜି ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ଆପଣଙ୍କୁ ଅସୁବିଧା ଅବସର ଭଳି ଲାଗିବ ଏବଂ ଏହା ଆପଣଙ୍କ ପାଇଁ ବହୁତ ଲାଭ ଦାୟକ ହେବ । ବିପଦ ସହ ସଂଗ୍ରାମ କରିବାର ଆପଣଙ୍କର ଏହି ସ୍ୱଭାବ ଆପଣଙ୍କୁ ଆଗେଇ ନେବ ।|

କର୍କଟ

ଆଜି ଆପଣ ନିଜର ଉଗ୍ରସଭାବକୁ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ, ନ ହେଲେ ଅନ୍ୟ ମାନେ ଆପଣଙ୍କ ଠାରୁ ଦୂରେଇ ଯିବେ । ଆପଣ ଜୀବନରେ କୌଣସି ଘଟଣାକୁ ନେଇ ଆପଣ ବ୍ୟସ୍ତ ହୋଇ ପଡ଼ୁଛନ୍ତି । ତଥାପି ନିଜକୁ ଶାନ୍ତ ରଖନ୍ତୁ ।|

ସିଂହ

ଆଜି କିଛି ଭୁଲବୁଝାବଣା ହୋଇ ପାରେ ଏଥି ପାଇଁ ସାବଧାନ ରହିବେ । ନିଜ ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ ଏବଂ ତା ସହିତ ଅନ୍ୟ ବ୍ୟକ୍ତିର କଥାବାର୍ତ୍ତାକୁ ମଧ୍ୟ ମନଦେଇ ଶୁଣି ବୁଝିବାକୁ ଚ଼େଷ୍ଟା କରନ୍ତୁ ।|

କନ୍ୟା

ଆଜି ଆପଣ ନିଜର ଅତିତକଥା ମନେ ପକାଇ ଖୁସି ରହିବେ । ସପ୍ତାହଶେଷରେ ବନ୍ଧୁ ଏବଂ ସମ୍ପର୍କିୟଙ୍କୁ ଭେଟିବାକୁ ଇଛା କରିବେ । ଏହା ଆପଣଙ୍କୁ ବିଗତ ଦିନର ସ୍ମୃତି ଚାରଣ କରିବାରେ ସାହାଯ୍ୟ କରିବ ।|

ତୁଳା

ଆଜି ଆପଣ ଅଧିକ ସମୟ ପରିବାର ଲୋକଙ୍କ ସହିତ କଟାଇବେ । ନିଜ ଲୋକଙ୍କ ସହିତ ରହିଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ନିଜ ପ୍ରତି ପରିବାର ଲୋକଙ୍କ ସ୍ନେହ ଓ ସମ୍ମାନ ଦେଖି ଆପଣ ବହୁତ ଖୁସି ହେବେ ।|

ବିଛା

ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ|

ଧନୁ

ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।|

ମକର

ଆଜି ଆପଣ ନିଜ ମନ ଖୁସିରଖନ୍ତୁ, ଛୋଟ ବଡ଼ ସମସ୍ୟାରେ ବ୍ୟସ୍ତ ହୁଅନ୍ତୁ ନାହିଁ । ଆଜି ଆପଣ ଯୁକ୍ତି କରିବା ମୁଡ଼ରେ ଲାଗୁଛନ୍ତି, ତଥାପି ଆପଣ ସବୁକିଛି ସମ୍ଭାଳି ନେବେ ।|

କୁମ୍ଭ

ଆଜି ପାଇଁ ଆପଣଙ୍କର ମୂଳମନ୍ତ୍ର ଅଟେ ବିଶ୍ୱାସ, ଆପଣଙ୍କୁ ଏହା ଜାଣିବାକୁ ଉଚ଼ିତ୍ ଯେ ନିଜର ହିଁ ପ୍ରିୟଜନ ଯେକି ଆପଣଙ୍କୁ ଭଲ ପାଆନ୍ତି, ତଥାପି ବିଶ୍ୱାସ କରିବାରେ କୁଣ୍ଠିତ ଅନୁଭବ କରୁଛନ୍ତି କାହିଁକି ?|

ମୀନ

ଆଜି ଆପଣଙ୍କ ଧ୍ୟାନ କେବଳ ମଉଜ ମସ୍ତି ଆଡ଼କୁ ହିଁ ରହିବ । ଆଜି ଆପଣ ସବୁ କିଛି ଭୁଲିଯାଇ ଖୁବ୍ ନାଚ଼ନ୍ତୁ ,ନଚ଼େତ୍ କୌଣସି ସମାରୋହ କରନ୍ତୁ । ସେଠାକୁ ସଭିଙ୍କୁ ନିମନ୍ତ୍ରଣ କରନ୍ତୁ । ଆଜି ଆପଣ ଯାହା କିଛି କରୁଛନ୍ତି ପୂର୍ଣ୍ଣ ମନରେ କରନ୍ତୁ ।|