ମେଷ
ଆଜି ଆପଣଙ୍କୁ ନିଜର ପାଖାପଖି କିଛି ଲୋକଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ ଅଟେ ,କାରଣ ସେମାନେ ଆପଣଙ୍କ ପ୍ରତିଇର୍ଷାଭାବ ରଖନ୍ତି । ଏଭଳି କଲେ ସବୁ କିଛି ଠିକ୍ ରହିବ ।
ବୃଷ
ଆଜି ଆପଣଙ୍କର ହିଁ ଦିନ ,କାରଣ ସମସ୍ତଙ୍କର ଆଖି ଆଜି ଆପଣଙ୍କର ସଫଳତା ଏବଂ ଯୋଗ୍ୟତା ପାଇଁ ଆପଣଙ୍କୁ ନୂଆ ପରିଚ଼ୟ ମିଳିବ । ଆଜି ଆପଣ ନିଜର ପ୍ରିୟଜନଙ୍କ ସହିତ ସମୟ ବିତାଇବେ ।ଏହି ଅବସରର ପୁରା ଲାଭ ଉଠାନ୍ତୁ ।
ମିଥୁନ
ଆପଣ ଓ ଆପଣଙ୍କ ପରିବାର ଲୋକଙ୍କ ଚ଼ିନ୍ତାଧାରା ନ ମିଶିଲେ ମଧ୍ୟ ଆପଣ ଏହା ଅନୁଭବ କରିବେ ଯେ ଆପଣଙ୍କ ପରିବାରର ଲୋକ ଆପଣଙ୍କ କଥା ବୁଝନ୍ତି । ଆପଣ ମଧ୍ୟ ଏହା ଦେଖାନ୍ତୁ ଯେ ଆପଣ ସେମାନଙ୍କୁ ମଧ୍ୟ ବହୁତ ଭଲ ପାଆନ୍ତି ।
କର୍କଟ
ଆଜି ଦିନରେ ପରିବାର ସହ ରହିବାକୁ ହେବ । ସେଥିପାଇଁ ପ୍ରସ୍ତୁତ ରୁହନ୍ତୁ । ଏହା ସହର ମଧ୍ୟ ହୋଇପାରେ କିମ୍ବା ଛୁଟିଦିନରେ ଦୂରସ୍ଥାନକୁ ହୋଇପାରେ । କିନ୍ତୁ ଯାତ୍ରା ସୁନିଶ୍ଚିତ ।
ସିଂହ
ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।
କନ୍ୟା
ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ ,ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ ।
ତୁଳା
ଆଜି ଆପଣ ଏମିତିହିଁ ଗପିବା ସମୟରେ ନିଜର ଶବ୍ଦଗୁଡ଼ିକୁ ବୁଝି ବିଚ଼ାରକରି କହିବେ । ଆପଣ କାହାକୁ କ`ଣ କହୁଛନ୍ତି ଏଥି ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କର ଶବ୍ଦଗୁଡ଼ିକୁ ବୁଲେଇ ଆପଣଙ୍କ ବିରୋଧରେ ବ୍ୟବହାର କରାଯାଇପାରେ ।
ବିଛା
ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।
ଧନୁ
ଆଜି ଆପଣ ମାନସିକ ଶାନ୍ତି ପାଇବା ପାଇଁ ଚାହାଁନ୍ତି । ଶାନ୍ତି ଆପଣଙ୍କ ଭିତରେ ହିଁ ଅଛି । ଏହାକୁ ବାହାରେ ଖୋଜିବା ପରିବର୍ତ୍ତେ ନିଜ ଭିତରେ ଫଳାଫଳକୁ ଆପଣ ଖୋଜନ୍ତୁ । ଏହାର ଆରମ୍ଭ ଆପଣ ଯୋଗଠାରୁ କରନ୍ତୁ ।
ମକର
ଆଜି ଆପଣଙ୍କର ଦିନ ଶାନ୍ତିରେ କଟିବ । ଦୁନିଆର ଅଶାନ୍ତି ବାତାବରଣ ଆପଣଙ୍କୁ ବ୍ୟସ୍ତ କରିପାରିବ ନାହିଁ । ଆଜି ଆପଣ ନିଜ ମସ୍ତିଷ୍କକୁ କିଛି ସମୟ ବିଶ୍ରାମ ଦେଲେ ଭଲ ହେବ ।
କୁମ୍ଭ
ଆଜି ଆପଣଙ୍କର ବାହାରକୁ ଯାଇ ଲୋକମାନଙ୍କ ସହ ସାକ୍ଷାତ କରିବାପାଇଁ ଇଛାହେବ । ଆଜି ଆପଣ ଦ୍ୱିଧାରେ ଅଛନ୍ତି । ଆପଣ ନିଜ ବନ୍ଧୁଙ୍କ ସହ ବାହାରକୁ ବୁଲିବା ପାଇଁ ଯାଆନ୍ତୁ ।
ମୀନ
ଆଜିର ଦିନ ଆପଣଙ୍କ ପାଇଁ ଖୁସି ଏବଂ ଶାନ୍ତି ଆଣିଦେବ ।ନିଜ ପ୍ରିୟଜନଙ୍କୁ ଦେଖା କରିବାକୁ ଆପଣଙ୍କର ମନ ହେବ । ଏହି ସମୟର ପୁରା ଲାଭ ଉଠାନ୍ତୁ, ବୁଲିବାକୁ ଯାଆନ୍ତୁ ଏବଂ ନିଜର ସବୁ ଚ଼ିନ୍ତାକୁ ଭୁଲିଯାଆନ୍ତୁ ।