ଆଜିର ରାଶିଫଳ; 17 ମଇ 2021 ସୋମବାର : କେମିତି କଟିବ ଆଜିର ଦିନ

ମେଷ

ଧ୍ୟାନ ରଖନ୍ତୁ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଆଉ କାହା ଉପରେ ନିର୍ଭର କରନ୍ତୁ ନାହିଁ । ଏହି କାମ ନିଜେ କରନ୍ତୁ ,ଅନ୍ୟଥା ପରିଣାମ ନିରାଶରେ ପରିଣତ ହେବ ।|

ବୃଷ

ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ ।|

ମିଥୁନ

ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ ,ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।|

କର୍କଟ

ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ|

ସିଂହ

ଆଜି ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ସାବଧାନ ରହିବେ ,କାରଣ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।|

କନ୍ୟା

ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।|

ତୁଳା

ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଉଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଏବଂ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ ।|

ବିଛା

ଆଜି ଯେଉଁ ପର୍ଯ୍ୟନ୍ତ ଆପଣଙ୍କର ବ୍ୟବସାୟିକ ଉଦ୍ଦେଶ୍ୟର ପ୍ରଶ୍ନଅଛି ତେବେ ଆପଣଙ୍କର ରାଶି ଭଲ ରହିବ । ଆପଣଙ୍କୁ ଏହି ଜୀବନରେ ସବୁକିଛି ମିଳିପାରିବ ଯଥା ସାଙ୍ଗ, ସାଥୀ, ପରିବାର, ପଇସା ଏବଂ ସଫଳତା ।|

ଧନୁ

ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚ଼ାଲିବ ।|

ମକର

ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ ,ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ ।|

କୁମ୍ଭ

ଆଜି ଆପଣଙ୍କର ଜୀବନ ଶୈଳୀରେ ପରିବର୍ତ୍ତନ ହେବ । ସବୁବେଳେ କାମରେ ବ୍ୟସ୍ତ ନରହି ମିତ୍ର ମାନଙ୍କ ସହିତ ବୁଲିବାକୁ ଯାଆନ୍ତୁ । ପୁରୁଣା ଚ଼ିନ୍ତା ଧାରା ଛାଡ଼ି ନୂଆ ଚ଼ିନ୍ତା ଧାରା ସହିତ ଜୀବନ କଟାନ୍ତୁ ।|

ମୀନ

ଆଜି ଆପଣଙ୍କୁ ନିଜର ବୁଝା ଶୁଣା ଏବଂ ଚ଼ତୁରତାକୁ ପରଖିବାକୁ ହେବ ।କିଛି ଲୋକ ନିଜର ସୀମାକୁ ଲାଙ୍ଘି ଆପଣଙ୍କର ଅସୁବିଧାକୁ ଶିକ୍ଷା କରିବାକୁ ଯାଉଛନ୍ତି । ଆପଣଙ୍କୁ ଶାନ୍ତି ରହିବା ସହିତ ସେମନଙ୍କୁ ରୋକିବାକୁ ଚ଼େଷ୍ଟା କରିବାକୁ ହେବ ।|